ଦକ୍ଷିଣ ଓ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର() ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିିିଛି ।ଲଘୁଚାପର ରୂପ ନେଉଛି ବଙ୍ଗୋପସାଗରରେ ସୃଷ୍ଟ ସାଇକ୍ଲୋନିକ ସର୍କୁଲେସନ୍ । ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେଣୁ ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ଏସଆରସି ପ୍ରଦୀପ ଜେନା ନିର୍ଦ୍ଦେଶ ଦେଇଛନ୍ତି।

ଆଜି ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୧୦ରେ ୬ଟି ଜିଲ୍ଲାରେ ପ୍ରବଳ ବର୍ଷିବ ଓ ୧୧ତାରିଖ ଦିନ ୮ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ଆଶଙ୍କା ରହିଛି।

Share

Leave a Reply

Your email address will not be published. Required fields are marked *

ten + seventeen =