ଆଇଏଏସ ତୁହିନକାନ୍ତ ପାଣ୍ଡେଙ୍କୁ କରୋନା

ଭୁବନେଶ୍ୱର() ଓଡ଼ିଶା କ୍ୟାଡର ଆଇଏଏସ ତୁହିନକାନ୍ତ ପାଣ୍ଡେ କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି । କେନ୍ଦ୍ର ବିନିବେଶ ବିଭାଗ ସଚିବ ଶ୍ରୀ ପାଣ୍ଡେଙ୍କୁ କରୋନା ନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି । ଶ୍ରୀ ପାଣ୍ଡେ ୧୯୮୭ ବ୍ୟାଚ ଓଡ଼ିଶା କ୍ୟାଡର ଆଇଏଏସ । ସେ ପୂର୍ବରୁ ରାଜ୍ୟ ଅର୍ଥ ସଚିବ ଓ ଆବାସିକ କମିଶନର ଥିଲେ ।

ପ୍ରକାଶ ଯେ, ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ସତ୍ତ୍ୱେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଛି ।

Share

Leave a Reply

Your email address will not be published. Required fields are marked *

seventeen + 6 =