ବିଧାୟକ ମଦନମୋହନ ଦତ୍ତଙ୍କ ବିୟୋଗ

ଭୁବନେଶ୍ୱର() ବିଜେପି ବିଧାୟକ ମଦନମୋହନ ଦତ୍ତଙ୍କ ପରଲୋକ ଘଟିଛି । ଭୁବନେଶ୍ୱର ସ୍ଥିତ ଏମ୍ସ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୬୩ବର୍ଷ ବୟସ ହୋଇଥିଲା । ୨୦୧୯ରେ ପ୍ରଥମ ଥର ପାଇଁ ବିଜେପି ଟିକେଟରେ ସେ ବିଧାୟକ ହୋଇଥିଲେ । ବିଜେପି ଜିଲ୍ଲା ସଭାପତି ଓ ଜିଲ୍ଲା ପରିଷଦ ଅଧ୍ୟକ୍ଷ ମଧ୍ୟ ହୋଇଥିଲେ ।

Share

Leave a Reply

Your email address will not be published. Required fields are marked *

6 − 2 =