କରୋନାରେ ଆଉ ୧୦ ମୃତ୍ୟୁ

ଭୁବନେଶ୍ବର()   ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ୧୨୦୩ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ୧୦ ଜଣ କରୋନା ଆକ୍ରାନ୍ତଦେହାନ୍ତ ହୋଇଛି।। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୯ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୧୦ ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୪ ଜଣ, ଖୋର୍ଦ୍ଧାରୁ ୨ ଜଣ, ନୟାଗଡ଼, ରାୟଗଡ଼ା, ସୁନ୍ଦରଗଡ଼ ଓ ସମ୍ବଲପୁରରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।

Share

Leave a Reply

Your email address will not be published. Required fields are marked *

1 + twenty =