ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କୁ କରେନା

ଭୁବନେଶ୍ୱର() ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କୁ କରେନା ହୋଇଥିବା ସୂଚନା ମିଳିଛି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ଏହାସହ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଭଲ ଥିବା ଓ ସେ ଡାକ୍ତରଙ୍କ ପରାମର୍ଶ କ୍ରମେ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି ବୋଲି କହିଛନ୍ତି ।

ଗତ କିଛି ଦିନ ଭିତରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ସଙ୍ଗରୋଧରେ ରହିବା ସହ ଦରକାର ପଡ଼ିଲେ କୋଭିଡ଼ ପରୀକ୍ଷା କରିବା ପାଇଁ ସମୀର ଅନୁରୋଧ କରିଛନ୍ତି ।

Share

Leave a Reply

Your email address will not be published. Required fields are marked *

8 + 10 =