ନବମ ଶ୍ରେଣୀ ପରୀକ୍ଷା ନିଷ୍ପତ୍ତି ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ସୂଚନା

ଭୁବନେଶ୍ୱର: ଏପ୍ରିଲ ୩୦ ପରେ ପରେ ନିଆଯିବ ନବମ ଶ୍ରେଣୀ ପିଲାଙ୍କ ପରୀକ୍ଷା ନିଷ୍ପତ୍ତି । ଏନେଇ ସୂଚନା ପ୍ରଦାନ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ । ଏନେଇ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ସରକାର ଚାହାଁନ୍ତି ନବମ ଶ୍ରେଣୀ ଛାତ୍ରଛାତ୍ରୀମାନେ ବାର୍ଷିକ ପରୀକ୍ଷା ଦିଅନ୍ତୁ । ସରକାର ମଧ୍ୟ ଏନେଇ ପ୍ରସ୍ତୁତ ଅଛନ୍ତି । କିନ୍ତୁ କରୋନା ପାଇଁ ଏପ୍ରିଲ ୩୦ ପର୍ଯ୍ୟନ୍ତ ବନ୍ଦ ରହିଛି ପାଠପଢା । ନବମ ଶ୍ରେଣୀର କୋର୍ସ ପ୍ରାୟତଃ ସରିନି । ୩୦ ପରେ ଦ୍ୱିତୀୟ ଲହରର ସ୍ଥିତି ଦେଖି ପରୀକ୍ଷା ନିଷ୍ପତ୍ତି ନିଆଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି |

Share

Leave a Reply

Your email address will not be published. Required fields are marked *

9 − 2 =