କଳିଙ୍ଗନଗରରେ ଟାଟା ଷ୍ଟିଲ୍ ଫାଉଣ୍ଡେସନ୍ ଏବଂ ଜାମସେଦପୁର କ୍ୟାନସର ସୋସାଇଟି ପକ୍ଷରୁ ଭ୍ରାମ୍ୟମାଣ କ୍ୟାନସର ସ୍କ୍ରିନିଂ କାର୍ଯ୍ୟକ୍ରମର ଶୁଭାରମ୍ଭ
~ ସ୍ଥାନୀୟ ଗ୍ରାମବାସୀଙ୍କ ପାଇଁ କର୍କଟ ରୋଗର ପ୍ରାରମ୍ଭିକ ଚିହ୍ନଟ ଏବଂ ଚିକିତ୍ସା ସୁବିଧାରେ ଉନ୍ନତି ଆଣିବା ପାଇଁ ଏକ ପ୍ରୟାସ ~ ମାଷ୍ଟର ଟ୍ରେନର୍, ଆଶା
Read More