ବଲିଉଡ୍ ଅଭିନେତା ଖିଲାଡି କୁମାରଙ୍କୁ କରୋନା

ନୂଆଦିଲ୍ଲୀ: ବଲିଉଡ ଅଭିନେତା ଅକ୍ଷୟ କୁମାରଙ୍କୁ କରୋନା । ଖିଲାଡି କୁମାର କରୋନା ପିଜଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୋସିଆଲ ମିଡ଼ିଆରେ ସୂଚନା ଦେଇଛନ୍ତି ଖିଲାଡି କୁମାର । କରୋନା ପଜିଟିଭ ଚିହ୍ନଟ ହେବା ପରେ ନିଜକୁ ସଙ୍ଗରୋଧରେ ରଖିବା ସହ ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ଚିକିତ୍ସିତ ହେଉଛନ୍ତି । ଏପରିକି ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କୁ କରୋନା ଟେଷ୍ଟ କରାଇନେବାକୁ କହିଛନ୍ତି ଅକ୍ଷୟ ।

Share

Leave a Reply

Your email address will not be published. Required fields are marked *

five + 12 =