ମୁମ୍ବାଇ ଡ୍ରଗ୍ସ ମାମଲାରେ ଆର୍ୟନଙ୍କୁ ମିଳିଲା ଜାମିନ୍

ମୁମ୍ବାଇ: କ୍ରୁଜ୍ ଡ୍ରଗ୍ସ ମାମଲାରେ ଛନ୍ଦି ହୋଇଥିବା ବଲିଉଡ ଶାହାରୁଖ ଖାନଙ୍କ ପୁଅ ଆର୍ୟନଙ୍କୁ ମିଳିଲା ଜାମିନ୍ । ଆସନ୍ତାକାଲି ପ୍ରକାଶ ପାଇବ ବେଲ ଅର୍ଡର । ତାଙ୍କୁ ଜାମିନ୍ ଦେଇଛନ୍ତି ବମ୍ବେ ହାଇକୋର୍ଟ । ୩ ଦିନର ମାରାଥର ଜେରା ପରେ ମିଳିଛି ଜାମିନ୍ । ଶାହାରୁଖ ଖାନଙ୍କ ମନ୍ନତ ପୂରଣ ହେବାପରେ ବାସଭବନ ମନ୍ନତକୁ ଖୁଖଶୀଘ୍ର ଫେରିବେ ଆର୍ୟନ ।

Share

Leave a Reply

Your email address will not be published. Required fields are marked *

20 − twelve =