ବିଜୟ ମହାନ୍ତି ଗୁରୁତର ଅସୁସ୍ଥ

ଭୁବନେଶ୍ବର() ବରିଷ୍ଠ କଳାକାର ବିଜୟ ମହାନ୍ତି ଅସୁସ୍ଥ ହୋଇଥିବା ନେଇ ସୂଚନା ମିଳିଛି । ତାଙ୍କ ଛାତିରେ ଯନ୍ତ୍ରଣା ଅନୁଭବ ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗୁରୁତର ଭାବେ ଅସୁସ୍ଥ ହୋଇଥବବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି । ବିଜୟଙ୍କ ଅସୁସ୍ଥ ଖବର ନେଇ ତାଙ୍କ ପରିବାର ପକ୍ଷରୁ ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

15 − 1 =