ଅଗ୍ନିପଥ ଯୋଜନାକୁ ବିରୋଧ କରି ଆଜି ଭାରତ ବନ୍ଦ ଡାକରା

ଅଗ୍ନିପଥ ଯୋଜନାକୁ ବିରୋଧ କରି ଆଜି ଭାରତ ବନ୍ଦ ଡାକରା । ବିଭିନ୍ନ ସଙ୍ଗଠନ ପକ୍ଷରୁ ଦିଆଯାଇଛି ଭାରତ ବନ୍ଦ ଡାକରା । ହାଇଆଲର୍ଟରେ ଆରପିଏଫ, ଜିଆରପି । ହିଂସା ସୃଷ୍ଟିକାରୀଙ୍କ ଉପରେ ନଜର ରଖାଯାଇଛି । ସୁରକ୍ଷା ଦୃଷ୍ଟିରୁ ଝାଡଖଣ୍ଡରେ ସବୁ ସ୍କୁଲକୁ ବନ୍ଦ କରିଛନ୍ତି ସରକାର ।

Share

Leave a Reply

Your email address will not be published. Required fields are marked *

16 + 18 =