ଆଜି ରାଷ୍ଟ୍ରପତି ନିର୍ବାଚନ ପାଇଁ ତାରିଖ ଘୋଷଣା

ଆଜି ରାଷ୍ଟ୍ରପତି ନିର୍ବାଚନ ପାଇଁ ତାରିଖ ଘୋଷଣା କରିବେ ନିର୍ବାଚନ କମିଶନ । ଆଜି ଅପରାହ୍ନ ୩ଟାରେ ତାରିଖ ଘୋଷଣା କରିବେ ଇସିଆଇ । ଆସନ୍ତା ଜୁଲାଇରେ ଶେଷ ହେବ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ । ଜୁଲାଇ ୨୫ରେ ନୂଆ ରାଷ୍ଟ୍ରପତି ନେବେ ଶପଥ ।

Share

Leave a Reply

Your email address will not be published. Required fields are marked *

4 × 5 =