ଝାରସୁଗୁଡା ଓ ତାଳଚେର ଯିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର—ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡିଶା ଗସ୍ତ ପାଇଁ କମିଶନରେଟ ପୁଲିସ ପକ୍ଷରୁ କଡା ନିରାପତା ବ୍ୟବସ୍ଥା ଗ୍ରହଣ କରାଯାଇଛି । ପୁଲିସର କାରକେଟ ରିହର୍ସାଲ ସହିତ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ୩୦ ଅଫିସର ଓ ୧୫ପ୍ଲାଟୁନ ଫୋର୍ସଙ୍କୁ ମୁତୟନ କରାଯାଇଛି ।
ପ୍ରଧାନମନ୍ତ୍ରୀ ଆସନ୍ତାକାଲି ୨୨ତାରିଖ ସକାଳ ୮.୫୫ ମିନିଟରେ ଭୁବନେଶ୍ୱର ବିମାନ ବନ୍ଦର ଠାରେ ପହଂଚିବେ ସେ ଝାରସୁଗୁଡା ଓ ତାଳଚେର ଯାଇଁ ୬ଟି ପ୍ରକଳ୍ପର ଉଦଘାଟନ କରିବେ । ବିମାନବନ୍ଦର ଠାରେ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ,କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ , ଜୁଏଲ ଓରାମ, ଚିଫ ସେକ୍ରେଟାରୀ , ପୁଲିସ ଡିଜି ପ୍ରମୁଖ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିବାର କାର୍ଯ୍ୟକ୍ରମ ରହିଛି ।

Share

Leave a Reply

Your email address will not be published. Required fields are marked *

ten − 2 =