ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୬ ହଜାରରୁ କିଛି ଥିବା ବେଳେ ମୃତ୍ୟୁସଂଖ୍ୟା ୧୫୦ରୁ କମ୍‌ ଅଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୪,୧୪୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୪୪ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୦,୬୭,୭୧୯ରେ ପହଞ୍ଚିଛି।

Share

Leave a Reply

Your email address will not be published. Required fields are marked *

fourteen − one =