ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନା ଅପଡେଟ୍‌

ନୂଆଦିଲ୍ଲୀ: ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ଉପର ତଳ ହେଉଛି । ସହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୪୦,୧୨୦ ନୂତନ ମାମଲା ସାମ୍ନାକୁ ଆସିଛି । ସେହିପରି ଏହି ମାରାତ୍ମକ ଭାଇରସ ପାଇଁ ୨୪ ଘଣ୍ଟାରେ ୫୮୫ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ହେବାରେ ଲାଗିଛି । ସେହିଅନୁଯାୟୀ ମୋଟ ୩,୧୩,୦୨,୩୪୫ ଜଣ ସୁସ୍ଥ ହୋଇସାରିଲେଣି । ଅନ୍ୟପଟେ ଏବେ ଦେଶରେ ୦୩,୮୫,୨୨୭ ଟି ସକ୍ରିୟ ମାମଲା ରହିଛି ।

Share

Leave a Reply

Your email address will not be published. Required fields are marked *

14 − fourteen =