ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନା ଅପଡେଟ୍‌

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୪୧,୧୯୫ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିଭଳି ଦିନକ ମଧ୍ୟରେ ୩୯,୦୬୯ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ଏପର‌୍ୟ୍ୟନ୍ତ ମୋଟ ୩,୧୨,୬୦,୦୫୦ ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଲେଣି। ଦେଶରେ ଆରୋଗ୍ୟ ହାର ୯୭.୪୫% ରହିଛି। ଦେଶରେ ଦୈନିକ ସଂକ୍ରମଣ ହାର ୧.୯୪% ଓ ସାପ୍ତାହିକ ସଂକ୍ରମଣ ହାର ୨.୨୩% ରହିଛି। ସଂପ୍ରତି ଦେଶରେ ୩,୮୭,୯୮୭ ଜଣ ସକ୍ରିୟ କରୋନା ସଂକ୍ରମିତ ରହିଛନ୍ତି। ବୁଧବାର ସଂଧ୍ୟା ସୁଦ୍ଧା ଦେଶରେ ୪୮.୭୩ କୋଟି ନମୁନା ପରୀକ୍ଷା କରାଯାଇସାରିଥିବାବେଳେ ସେହି ସମୟ ମଧ୍ୟରେ ୫୨.୩୬ କୋଟି ପାନ ଟିକା ଦିଆଯାଇସାରିଛି।

Share

Leave a Reply

Your email address will not be published. Required fields are marked *

3 × 3 =