ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ଉପର ତଳ ହେଉଛି । ସହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୪୨,୯୦୯ ନୂତନ ମାମଲା ସାମ୍ନାକୁ ଆସିଥିବା ବେଳେ ଗତ ୨୪ ଘଣ୍ଟାରେ ୩୮୦ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ହେବାରେ ଲାଗିଛି । ଏପର୍ୟ୍ୟନ୍ତ ମୋଟ ୩,୧୯,୨୩,୪୦୫ ରୋଗୀ ସୁସ୍ଥ ହୋଇ ସାରିଲେଣି । ଅନ୍ୟପଟେ ଏବେ ଦେଶରେ ୩,୭୬,୩୨୪ ଟି ସକ୍ରିୟ ମାମଲା ରହିଛି ।

Share

Leave a Reply

Your email address will not be published. Required fields are marked *

5 × 1 =