ଅଜିତ ଯୋଗୀଙ୍କ ପରଲୋକ

ଛତିଶଗଡ଼() ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କ ପରଲୋକ ଘଟିଛି । ୨୦ଦିନ ହେବ ରାୟପୁରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଆଜି ତାଙ୍କର ମୃତ୍ୟୁ ଘଟିଛି । ତାଙ୍କ ଦେହାନ୍ତ ନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି ପୁଅ ଅମିତ ଯୋଗୀ । ଆସନ୍ତାକାଲି ଜନ୍ମଭୂମି ଗୋରେଲାରେ ଅନ୍ତିମ ସଂସ୍କାର ହେବ ।

Share

Leave a Reply

Your email address will not be published. Required fields are marked *

3 × 5 =