ଆରପାରିରେ ରାଜ୍ୟସଭା ସାଂସଦ ଅମର ସିଂ

ନୂଆଦିଲ୍ଲୀ()  ଉତ୍ତରପ୍ରଦେଶର ବରିଷ୍ଠ ରାଜନେତା ତଥା ରାଜ୍ୟସଭା ସାଂସଦ ଅମର ସିଂଙ୍କର ନିଧନ ହୋଇଛି ।୬୪ ବର୍ଷ ବୟସରେ ସିଙ୍ଗାପୁରରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।

୨୦୧୩ରେ ଅମର ସିଂଙ୍କ କିଡନୀ ଅଚଳ ହୋଇଯାଇଥିଲା । ଏହାପରେ ମଧ୍ୟ ସେ ରାଜନୀତିରେ ସକ୍ରିୟ ଥିଲେ ।

Share

Leave a Reply

Your email address will not be published. Required fields are marked *

13 − 13 =