ପୁଣି ଅସୁସ୍ଥ କେନ୍ଦ୍ର ଗୃହମନ୍ତ୍ରୀ

ନୂଆଦିଲ୍ଲୀ() ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ବିଳମ୍ବିତ ରାତିରେ ହିଁ ଶାହାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଏକ ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ତାଙ୍କର ତଦାରଖ କରୁଛି ।

ନିକଟରେ ଅମିତ ଶାହା କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଥିଲେ । କୁହାଯାଉଛି ଯେ, ଗତକାଲି ରାତି ପ୍ରାୟ ୨ଟାରେ ଅମିତଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା ।

Share

Leave a Reply

Your email address will not be published. Required fields are marked *

five × 1 =