ବଜରଙ୍ଗଙ୍କୁ ବ୍ରୋଞ୍ଚ

ଟୋକିଓ: ଟୋକିଓ ଅଲିମ୍ପିକ୍ସରେ ଭାରତକୁ ଆଉ ଏକ ପଦକ । ବ୍ରୋଞ୍ଜ ବିଜୟୀ ବଜରଙ୍ଗ । ୮-୦ରେ ଖେଳ କଲେ ଖତମ । ଭାରତ ପାଇଁ ଆଉ ଏକ ବ୍ରୋଞ୍ଜ ପଦକ ଆଣିଲେ ବଜରଙ୍ଗ ପୁନିଆ । ୬୫ କେଜି ବର୍ଗରେ ବଜରଙ୍ଗ ପୁନିଆ କାଂସ୍ୟ ପଦକ ଜିତିଛନ୍ତି । କାଜଖସ୍ତାନର ଦୌଲେତ ନିୟାଜବେକୋଭଙ୍କୁ ପୁନିଆ ୮-୦ରେ ମାତ୍ ଦେଇ ବ୍ରୋଞ୍ଜ ଜିତିଛନ୍ତି । ଏଥିସହ ଅଲମ୍ପିକ୍ସରେ ଭାରତର ପଦକ ସଂଖ୍ୟା ୬କୁ ବୃଦ୍ଧି ପାଇଛି । ଯାହାକୁ ନେଇ ସାରା ଦେଶରେ ଖୁସିର ମାହୋଲ ଖେଳିଯାଇଛି ।

Share

Leave a Reply

Your email address will not be published. Required fields are marked *

17 − 10 =