ବ୍ରଜରାଜନଗର ଉପନିର୍ବାଚନ: ଅଳକା ମହାନ୍ତି ବିଜେଡ଼ି ପ୍ରାର୍ଥୀ

ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିଛି । ଅଳକା ମହାନ୍ତିଙ୍କୁ ଦଳୀୟ ପ୍ରାର୍ଥୀ ଭାବେ ମନୋନୀତ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।

ଅଳକା ମହାନ୍ତି ହେଉଛନ୍ତି ପୂର୍ବତନ ବିଧାୟକ ସ୍ବର୍ଗତ କିଶୋର କୁମାର ମହାନ୍ତିଙ୍କ ପତ୍ନୀ ।

Share

Leave a Reply

Your email address will not be published. Required fields are marked *

one × two =