ମହଙ୍ଗା ଭତ୍ତା ୫ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ () କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫ ପ୍ରତିଶତ ବୃଦ୍ଧି ହୋଇଛି ବୋଲି କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର ଘୋଷଣା କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏହାଦ୍ବାରା ୫୦ ଲକ୍ଷ
କର୍ମଚାରୀ ଉପକୃତ ହେବେ । କର୍ମଚାରୀଙ୍କ ପାଇଁ ଏହା ଦିପାବଳୀ ଉପହାର ବୋଲି କୁହାଯାଇପାରେ ।

Share

Leave a Reply

Your email address will not be published. Required fields are marked *

14 − nine =