ପଢ଼ନ୍ତୁ କେଉଁ ମାନଙ୍କୁ ମିଳିଲା କ୍ୟାବିନେଟ୍ ପାହ୍ୟା

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ତ୍ରୀ ମଣ୍ଡଳରେ ଅଦଳ ବଦଳ ହୋଇଛି । ୧୫ଜଣଙ୍କୁ କ୍ୟାବିନେଟ ମନ୍ତ୍ରୀ ଭାବେ ଚୟନ କରାଯାଇଛି । ସେହିଭଳି ନାରାୟଣ ରାଣେ, ସର୍ବାନନ୍ଦ ସୋନୱାଲ, ଡକ୍ଟର ବିରେନ୍ଦ୍ର କୁମାର, ଜ୍ୟୋତିରାଦିତ୍ୟ ସିନ୍ଧିଆ, ରାମଚନ୍ଦ୍ର ପ୍ରସାଦ ସିଂହ, ଅଶ୍ୱିନୀ ବୈଷ୍ଣବ , ପଶୁପତି ପାରସ, କିରନ ରିଜିଜୁ, ରାଜକୁମାର ସିଂ, ହରଦୀପ ସିଂ ପୁରୀ, ମନସୁଖ ମାଣ୍ଡଭୀୟ, ଭୂପେନ୍ଦ୍ର ଯାଦବ, ପରଷୋତ୍ତମ ରୁପାଲା, ଜି. କିଶନ ରେଡ୍ଡୀ, ଅନୁରାଗ ଠାକୁର, କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ।

Share

Leave a Reply

Your email address will not be published. Required fields are marked *

1 + 17 =