ସିବିଏସଇ ଦଶମ ଶ୍ରେଣୀ ରେଜଲ୍ଟ ପ୍ରକାଶ

ନୂଆଦିଲ୍ଲୀ() ପ୍ରକାଶ   ପାଇଲା   ସିବିଏସଇ ଦଶମ ଶ୍ରେଣୀ ରେଜଲ୍ଟ ।  cbseresults.nic.in ୱେବସାଇଟରେ ଛାତ୍ରଛାତ୍ରୀ ନିଜର ପରୀକ୍ଷା ଫଳ ଦେଖିପାରିବେ । ଏନେଇ ଟ୍ୱିଟ ଯୋଗେ ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିଆଲ ସୂଚନା ଦେଇଛନ୍ତି । ଏହାସହ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ମଧ୍ୟ ସେ ଜଣାଇଛନ୍ତି । ଚଳିତବର୍ଷ ଦଶମରେ ୧୭ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଫେବୃଆରୀ ୧୫ରୁ ମାର୍ଚ୍ଚ ୧୯ ମଧ୍ୟରେ ପରୀକ୍ଷା ହୋଇଥିଲା ।

Share

Leave a Reply

Your email address will not be published. Required fields are marked *

three × five =