କଂଗ୍ରେସର ୫ ଜଣିଆ ପ୍ରାର୍ଥୀ ତାଲିକା

ଭୁବନେଶ୍ୱର() ବିଜେପୁର ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ୫ ଜଣ ପ୍ରାର୍ଥୀଙ୍କ ନାଁ ଏଆଇସିସିଙ୍କୁ ପଠାଇଛି ରାଜ୍ୟ କଂଗ୍ରେସ । ଏହି ତାଲିକାରେ ଅଭିଷେକ ସେଠ, ଦିଲ୍ଲୀପ ପଣ୍ଡା, ସୁରେନ୍ଦ୍ର ପାତ୍ର,ରବିନ୍ଦ୍ର ପଣ୍ଡା ଓ ସ୍ୱାଧୀସ୍ମିତା ସୁଆରଙ୍କ ନାଁ ରହିଛି ।

Share

Leave a Reply

Your email address will not be published. Required fields are marked *

eight + two =