ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୧ କୁ ବୃଦ୍ଧି

ନୂଆଦିଲ୍ଲୀ() ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୧ କୁ ବୃଦ୍ଧି । ଆଜି ସକାଳ ୧୨ ଟା ସୁଦ୍ଧା ଭାରତ ସରକାରଙ୍କ ସ୍ୱାସ୍ଥ୍ୟମନ୍ତ୍ରାଳୟର ତଥ୍ୟ ଆଧାରରେ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୧ କୁ ବୃଦ୍ଧି ହୋଇଥିବା କୁହାଯାଇଛି । ମହାରାଷ୍ଟ୍ରରେ ସବୁଠାରୁ ଅଧିକ କରୋନା ଆକ୍ରାନ୍ତ ବର୍ତ୍ତମାନ ସୁଦ୍ଧା ଚିହ୍ନଟ ହୋଇଛନ୍ତି । ମହାରାଷ୍ଟ୍ରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୨ ରହିଛି । ଓଡିଶାରେ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଶେଷ ଖବର ସୁଦ୍ଧା ଭାରତରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ରହିଛି ବୋଲି ଜଣାପଡିଛି ।

Share

Leave a Reply

Your email address will not be published. Required fields are marked *

14 − 4 =