ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି

ମହାରାଷ୍ଟ୍ର,() ସାରା ବିଶ୍ୱରେ କରୋନା ମହାମାରୀର ଆତଙ୍କ ଦେଖିବାକୁ ମିଳିଛି । ଏହାରି ମଧ୍ୟରେ ଭାରତରେ କରୋନାରେ ଆକ୍ରାନ୍ତ ଥିବା ଆଉ ଜଣଙ୍କର ମୃତ୍ୟୁ ହୋଇଛି । ଏହାସହ ଭାରତରେ କରୋନା ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ପାଇଛି । ମହାରାଷ୍ଟ୍ରର କସ୍ତୁରିବା ହସ୍ପିଟାଲରେ ଚିକିତ୍ସା ହେଉଥିବା ଆଜି କରୋନା ସଂକ୍ରମିତ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି । ସେ ଫିଲିଫାଇନ୍ସରୁ ଆସିଥିବା ସୂଚନା ମିଳିଛି ।
କରୋନା ଭାଇରସରେ ଦେଶରେ ୪୨୭ଜଣ ଆକ୍ରାନ୍ତ ଥିବା ବେଳେ ଓଡ଼ିଶାରେ ୨ଜଣ କରୋନାରେ ଆକ୍ରାନ୍ତ ରହିଥିବା ସୂଚନା ରହିଛି ।

Share

Leave a Reply

Your email address will not be published. Required fields are marked *

one × 5 =