ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ କରୋନା 

ନୂଆଦିଲ୍ଲୀ() ନୂଆଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ କରୋନା । ତାଙ୍କ ରିପୋର୍ଟ ପଜିଟିଭ ଆସିଥିବା ସୂଚନା ମିଳିଛି । ଏହା ସହ ଆପର ବିଧାୟୀକା ଆତିଶ ମେଲାନ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି ।

ଦେଶରେ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୫୪ହଜାର ୬୫ଜଣ ଥିବା ବେଳେ ମୃତ୍ୟୁ ସଂଖ୍ୟା ୧୧ହଜାର ୯୦୩କୁ ବୃଦ୍ଧି ପାଇଛି । ଗତ ୨୪ଘଣ୍ଟାରେ ସର୍ବାଧିକ ୨୦୦୩ ଜଣଙ୍କ ମୃତ୍ୟୁ ହୋଇଛି ଓ ୧୦ହଜାର ୯୭୪ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଏବେ ଦେଶରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୫୫,୨୨୭ ଥିବା ବେଳେ ସୁସ୍ଥ ସଂଖ୍ୟା ୧,୮୬, ୯୩୪ରେ ପହଞ୍ଚିଛି ।

Share

Leave a Reply

Your email address will not be published. Required fields are marked *

1 × five =