୨୪ଘଣ୍ଟାରେ ୩୮୪ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ() ଦେଶରେ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି କରୋନା । ଏହାରି ମଧ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୧୮ହଜାର ୫୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୮୪ଜଣଙ୍କର ମୃତ୍ୟୁ ହୋଇଛି । ଏଥିସହିତ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୫ଲକ୍ଷ ୮ହଜାରକୁ ବୃଦ୍ଧି ପାଇଛି ଓ ମୃତ୍ୟୁ ସଂଖ୍ୟା ୧୫ହଜାର ୬୮୫ରେ ପହଞ୍ଚିଛି । ଆକ୍ରାନ୍ତଙ୍କ ମଧ୍ୟରୁ ୨ଲକ୍ଷ ୯୫ହଜାର ୮୮୦ ଜଣ ସୁସ୍ଥ ହୋଇଛନ୍ତି ଓ ଏବେ ବି ୧ଲକ୍ଷ ୯୭ହଜାର ୩୮୭ ଜଣ ଚିକିତ୍ସିତ ହେଉଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

four × two =