ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ କରୋନା

ଦିନକୁ ଦିନ କରୋନା ତାର କାୟା ବିସ୍ତାର କରିବାରେ ଲାଗିଛି । ଦେଶ ଓ ରାଜ୍ୟରେ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଖ୍ୟା ବଢିବାରେ ଲାଗିଛି ।ଏହାରି ମଧ୍ୟରେ କରୋନାରେ ଆକ୍ରାନ୍ତ ହେଲେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ । ସେ ଟ୍ୱିଟ ଯୋଗେ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ମୋର କରୋନା ଲକ୍ଷଣ ଥିଲା, ଟେଷ୍ଟ ପରେ ପଜିଟିଭ ଆସଛି ।  ମୋ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନେ କରୋନା ଟେଷ୍ଟ କରିବା ସହ ହୋମ କ୍ୱାରେଣ୍ଟିନରେ ରୁହନ୍ତୁ ବୋଲି କହିଛନ୍ତି ଶିବରାଜ ।

 

Share

Leave a Reply

Your email address will not be published. Required fields are marked *

three × three =