କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଡିଏ ବଢ଼ିଲା

ନୂଆଦିଲ୍ଲୀ: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ିଲା । ୧୧% ମହଙ୍ଗ ଭତ୍ତା ବଢ଼ିଛି । ଆଜି କେନ୍ଦ୍ର କ୍ୟାବିନେଟରେ ଏହା ମଞ୍ଜୁର ହୋଇଥିବା ସୂଚନା ମିଳିଛି । ତେବେ ଏହି କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୧୭%ରୁ ବଢ଼ି ୨୮ % ହୋଇଛି । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ୧ ଲାଗୁ କରାଯିବା ନେଇ ସୂଚନା ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

twelve − 6 =