ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ବର() ବାଲେଶ୍ୱର ସଦର ଏବଂ ତିର୍ତ୍ତୋଲ ବିଧାନସଭା ଆସନ ପାଇଁ ବାଜିଲା ନିର୍ବାଚନ ବିଗୁଲ୍ । ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି । ଅକ୍ଟୋବର ୧୬ ଯାଏ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିପାରିବେ । ଅକ୍ଟୋବର ୧୭ରେ ନାମାଙ୍କନ ପତ୍ର ଯାଞ୍ଚ ହେବ । ଅକ୍ଟୋବର ୧୯ ପ୍ରାର୍ଥୀପତ୍ର ପ୍ରତ୍ୟାହରର ଶେଷ ତାରିଖ ଥିବା ବେଳେ ଏହି ଦୁଇଟି ଆସନ ପାଇଁ ଆସନ୍ତା ନଭେମ୍ବର ୩ ତାରିଖରେ ପଡ଼ିବ ଭୋଟ୍ ।

Share

Leave a Reply

Your email address will not be published. Required fields are marked *

1 × four =