ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନାର ସ୍ଥିତି

ନୂଆଦିଲ୍ଲୀ: ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ଉପର ତଳ ହେଉଛି । ସହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୩୭,୮୭୫ ନୂତନ ମାମଲା ସାମ୍ନାକୁ ଆସିଥିବା ବେଳେ ଗତ ୨୪ ଘଣ୍ଟାରେ ୩୬୯ ଜଣଙ୍କର ମୃତ୍ୟୁ ହୋଇଛି ।
ସେହିପରି ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ହେବାରେ ଲାଗିଛି । ଏପର୍ୟ୍ୟନ୍ତ ମୋଟ ୩,୨୨,୬୪,୦୫୧ ଜଣ ରୋଗୀ ସୁସ୍ଥ ହୋଇ ସାରିଲେଣି । ଅନ୍ୟପଟେ ଏବେ ଦେଶରେ ୩,୯୧,୨୫୬ ଟି ସକ୍ରିୟ ମାମଲା ରହିଛି ।

Share

Leave a Reply

Your email address will not be published. Required fields are marked *

20 − 18 =