କଳିଙ୍ଗରେ କିଙ୍ଗଖାନ

ଓଡ଼ିଶାରେ ପହଞ୍ଚିଛନ୍ତି ଶାହରୁଖ୍ । ଅପରାହ୍ନ ୫ଟା ସମୟରେ ସେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛନ୍ତି । ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ରିହର୍ସାଲ୍ ପାଇଁ କଡ଼ା ସୁରକ୍ଷା ବଳୟ ମଧ୍ୟରେ ସିଧା କଳିଙ୍ଗ ଷ୍ଟାଡିୟମରେ ଅଣାଯିବ ।ତେବେ ରିହର୍ସାଲ୍ ପରେ ଭ୍ୟାନିଟ୍ ଭ୍ୟାନରେ ବିଶ୍ରାମ ନେବେ ଓ ଏହାପରେ ପ୍ରସ୍ତୁତ ହୋଇ ଉଦଘାଟନୀ କାର୍ୟ୍ୟକ୍ରମରେ ନୃତ୍ୟ ପ୍ରଦର୍ଶନ କରି ସେଇ ଭ୍ୟାନିଟ୍ ଭ୍ୟାନ୍ ଯୋଗେ ବିମାନ ବନ୍ଦରକୁ ଯାଇ ଚାଟାର୍ଡ ଫ୍ଲାଇଟରେ ଫେରିଯିବେ ବୋଲି ବିଶ୍ବସ୍ତ ସୂତ୍ରରୁ ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

two × 4 =