ଦ୍ୱିତୀୟ ପର୍ଯ୍ୟାୟ ଲକଡାଉନ ନେଇ ଗାଇଡ ଲାଇନ ଜାରି

ଭୁବନେଶ୍ୱର() ଲକଡାଉନ ନେଇ ଗାଇଡଲାଇନ ଜାରି କଲେ କେନ୍ଦ୍ର ସରକାର । ଦ୍ୱିତୀୟ ପର୍ଯ୍ୟାୟ ଲକଡାଉନ ନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଗାଇଡ ଲାଇନ ଜାରି ।  ସମସ୍ତ ପ୍ରକାର ପରିବହନ ଉପରେ କଟକଣା ଜାରି ।   ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ଜାରି ରହିବ।   ବସ୍, ରେଳ, ମେଟ୍ରୋ, ବିମାନ ଉଡାଣ ଉପରେ କଟକଣା ।  ଔଷଧ ବିତରଣ କେନ୍ଦ୍ର ଖୋଲା ରହିବ   । ଗ୍ରାମାଞ୍ଚଳରେ ରାସ୍ତା କାମ ସହ କୃଷି କାର୍ଯ୍ୟ ଜାରି ରହିବ ।  ରାସନ ସାମଗ୍ରୀ, ଫଳ, ପନିପରିବା, ମାଛ, ମାଂସ ଦୋକାନ ଖୋଲା ରହିବ  ।  ପ୍ରିଣ୍ଟ, ଇଲେକ୍ଟ୍ରୋନିକ୍ସ ମିଡିଆ, ବ୍ରଡକାଷ୍ଟିଂ, DTH ସେବା ଜାରି ରହିବ ।  କୋରିଅର ସେବା କାମ କରିବାକୁ ଅନୁମତି  ।ଅଫିସ ଓ ସାର୍ବଜନୀନ ସ୍ଥାନରେ ସାମାଜିକ ଦୂରତା ବଜାୟ ରହିବ । ଧାର୍ମିକ ସ୍ଥଳରେ ସାଧାରଣ ଲୋକଙ୍କୁ ପୂଜାପାଠ ମନା  ।  ସର୍ବସାଧାରଣରେ ଛେପ ପକାଇଲେ ଜରିମାନା   । କୃଷି ସମ୍ପର୍କିତ ସମସ୍ତ କାର୍ଯ୍ୟ ଜାରି ରହିବ  । ବ୍ୟାଙ୍କ ଶାଖା ଓ ଏଟିଏମ ଖୋଲା ରହିବ  ।  ମନରେଗା କାମ ଜାରି ରହିବ   । ଦୁଗ୍ଧ ବିକ୍ରି, ବିତରଣ ଓ ସଂଗ୍ରହ ଜାରି ରହିବ  ।

Share

Leave a Reply

Your email address will not be published. Required fields are marked *

3 + nine =