କଥା ରଖିଲେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ

ମଧ୍ୟପ୍ରଦେଶରେ କୃଷି ଋଣ ଛାଡିବା ପାଇଁ ମୁଖ୍ୟମନ୍ତ୍ରୀ କମଳନାଥ ନେଦେ୍ର୍ଧଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଭାବେ ଦାୟୀତ୍ୱ ଗ୍ରହଣ କରିବା ପରେ ଶ୍ରୀ କମଳନାଥ ଆଜି ଏସଂକ୍ରାନ୍ତୀୟ ଫାଇରେ ଦସ୍ତଖତ କରିଛନ୍ତି କଂଗ୍ରେସ କ୍ଷମତାକୁ ଆସିଲେ କୃଷକ ମାନଙ୍କ ଉପରୁ କୃଷି ଋଣ ଛାଡ କରାଯିବ ବୋଲି ଯେଉଁ ନିର୍ବାଚନ ପ୍ରତିଶ୍ରୁତି ଦିଆଯାଇଥିଲା ସେ ପ୍ରତିଶ୍ରୁତି ରକ୍ଷା କରି ମୁଖ୍ୟମନ୍ତ୍ରୀ ତାଙ୍କ କଥା ରଖିଛନ୍ତି । ୨ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚାଷୀଙ୍କ ଉପରେ ଥିବା କୃଷି ଋଣକୁ ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ନିଦେ୍ର୍ଧଶ ଦେଇଛନ୍ତି । ୨୦୧୮ ମାର୍ଚ୍ଚ ୩୧ ସୁଦ୍ଧା ଥିବା ଏହି କୃଷି ଋଣ ଛାଡ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନିଦେ୍ର୍ଧଶ ଦେଇଛନ୍ତି ।

Share

Leave a Reply

Your email address will not be published. Required fields are marked *

nine − five =