ସାଂସଦ ମଞ୍ଜୁଲତା ମଣ୍ଡଳଙ୍କୁ କରୋନା

ଭଦ୍ରକ() ଭଦ୍ରକ ସାଂସଦ କରୋନା ସଂକ୍ରମିତ ଚିହ୍ନଟ । ସାଂସଦ ମଞ୍ଜୁଲତା ମଣ୍ଡଳ କରୋନା ପଜିଟିଭ ଚିହ୍ନଟa ହୋଇଛନ୍ତି । କରୋନାର ପ୍ରାରମ୍ଭିକ ଲକ୍ଷଣ ଦେଖାଯିବା ପରେ ସେ କରୋନା ପରୀକ୍ଷା କରାଇଥିଲେ । ତାଙ୍କ ରିପୋର୍ଟ ପଜିଟିଭ୍ ଆସିଛି । ତେବେ ତାଙ୍କ ସ୍ବାସ୍ଥ୍ୟ ଭଲ ଏବଂ ସ୍ଥିର ରହିଛି । ସେ ହୋମ୍ କ୍ବାରେଣ୍ଟାଇନରେ ଅଛନ୍ତି ବୋଲି ସୂଚନା ଦେଇଛନ୍ତି ।

ଯେଉଁମାନେ ଗତ କିଛି ଦିନ ମଧ୍ୟରେ ତାଙ୍କ ସହିତ ଯୋଗାଯୋଗ ଏବଂ ସଂସ୍ପର୍ଶରେ ଆସିଛନ୍ତି ସେମାନେ ନିଜକୁ ଆଇସୋଲେସନରେ ରଖନ୍ତୁ ଓ ନିଜର ପରୀକ୍ଷା କରାଇ ନିଅନ୍ତୁ ବୋଲି ସାଂସଦ ମଞ୍ଜୁଲତା ମଣ୍ଡଳ ଅନୁରୋଧ କରିଛନ୍ତି ।

Share

Leave a Reply

Your email address will not be published. Required fields are marked *

five × five =