ନବୀନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି

 ଭୁବନେଶ୍ବର()   ବିଜେଡି ସୁପି୍ରମୋ ନବୀନ ପଟ୍ଟନାୟକ ସମଗ୍ର ଦେଶରେ ଏକ ବିରଳ ଇତିହାସ ସୃଷ୍ଟି କରି ପଂଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଆଜି ଦାୟୀତ୍ୱ ଗ୍ରହଣ କରିବା ପରେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ଟ୍ୱଟ କରି ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇ ତାଙ୍କର ସଫଳତା କାମନା କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ସହିତ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ  କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କର ଶୁଭେଚ୍ଛା ଜଣାଇଛନ୍ତି ।

Share

Leave a Reply

Your email address will not be published. Required fields are marked *

4 × two =