ଜାତିସଂଘକୁ ସମ୍ବୋଧନ ଦେବାକୁ ଯାଇ ପ୍ରଧାନମନ୍ତ୍ରୀ ଏମିତି କହିଲେ

ନୂଆଦିଲ୍ଲୀ: ଜାତିସଂଘ ସୁରକ୍ଷା ପରିଷଦ ବୈଠକରେ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ପରିଷଦ ବୈଠକକୁ ପ୍ରଧାନମନ୍ତ୍ରୀ ନିଜେ ଅଧ୍ୟକ୍ଷତା କରିଛନ୍ତି । ଏହି ଅବସରରେ ସେ କହିଛନ୍ତି କି, ସାମୁଦ୍ରିକ ସୁରକ୍ଷା ସମ୍ପର୍କରେ ଖୋଲା ବିତର୍କରେ ମନ୍ତବ୍ୟ ଦେଇଛନ୍ତି । ‘ଆମ ସମୁଦ୍ର ପଥ ଅନ୍ତଃରାଷ୍ଟ୍ରୀୟ ବାଣିଜ୍ୟର ଲାଇଫ୍ ଲାଇନ୍ । ଭାରତ ଅନେକ ଦେଶକୁ ସାମୁଦ୍ରିକ ସୁରକ୍ଷା ତାଲିମ ଦେଇଛନ୍ତି । ସମୁଦ୍ର ପଥର ଅପବ୍ୟବହାର କରାଯାଉଛି । ସମୁଦ୍ର ପଥ ଆତଙ୍କୀ କାର୍ଯ୍ୟରେ ବ୍ୟବହାର ହେଉଥିବାରୁ ଚିନ୍ତା ବଢ଼ୁଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

Share

Leave a Reply

Your email address will not be published. Required fields are marked *

3 × four =