ଡିଜିଟାଲ ମାଧ୍ୟମରେ ମଇଦାନକୁ ଓହ୍ଲାଇବେ ନବୀନ

ଭୁବନେଶ୍ୱର()  ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ପ୍ରଚାର କାର୍ଯ୍ୟ ଆରମ୍ଭ ହୋଇସାରିଛି ।  ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଖୁବଶୀଘ୍ର ମଇଦାନକୁ ଓହ୍ଲାଇବାକୁ ଯାଉଛନ୍ତି । କିନ୍ତୁ ଉପନିର୍ବାଚନ ପାଇଁ ଡିଜିଟାଲରେ ପ୍ରଚାର କରିବେ ନବୀନ ।

୨୯ରେ ବାଲେଶ୍ୱର ପାଇଁ ନବୀନ ଡିଜିଟାଲରେ ପ୍ରଚାର କରିବେ ବୋଲି ଜଣାପଡିଛି । ବିଜେଡି ପ୍ରାର୍ଥୀ ସ୍ୱରୂପ ଦାସଙ୍କ ପ୍ରଚାର କରିବେ ନବୀନ । ସେହିପରି ତିର୍ତ୍ତୋଲ ପାଇଁ ପ୍ରାର୍ଥୀ ହୋଇଥିବା ବିଜୟ ଶଙ୍କର ଦାସଙ୍କ ପାଇଁ ଆସନ୍ତାକାଲି ଡିଜିଟାଲ କ୍ୟାମ୍ପେନ କରିବେ ନବୀନ ପଟ୍ଟନାୟକ ।

Share

Leave a Reply

Your email address will not be published. Required fields are marked *

5 + two =