ବୁଧବାର ଶପଥ ନେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର()   ପଞ୍ଚମଥର ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ୨୯ ତାରିଖ ବୁଧବାର ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଚଳିତ ଥରକୁ ମିଶାଇଲେ ସେ କ୍ରମାଗତ ଭାବେ ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଶପଥ ସମାରୋହ ଅନୁଷ୍ଠିତ ହେବ।
ଚଳିତ ନିର୍ବାଚନରେ ନବୀନ ଏକକାଳୀନ ହିଞ୍ଜିଳି ଓ ବିଜେପୁର ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଥିଲେ। ମୁଖ୍ୟମନ୍ତ୍ରୀ ବିଜେପୁରରୁ ୫୬ ହଜାର ଭୋଟ ବ୍ୟବଧାନରେ ନର୍ବିାଚିତ ହୋଇଛନ୍ତି ଏବଂ ହିଂଜିଳିରୁ ୬୦ ହଜାରରୁ ଉଦ୍ଧ୍ୱର୍ ଭୋଟରେ ନିର୍ବାଚିତ ହୋଇଛନ୍ତି ।

Share

Leave a Reply

Your email address will not be published. Required fields are marked *

seventeen − two =