ବିଜୁ କୃଷକ ଜନତାର ନୂଆ ସଭାପତି

ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ବିଜୁ କୃଷକ ଜନତା ଦଳର ରାଜ୍ୟ ସଭାପତି ଭାବେ ସାଂସଦ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ନିଯୁକ୍ତ କରିଛନ୍ତି । ଏହା ସହିତ ମହାସଚିବ ଭାବେ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ନିଯୁକ୍ତି ଦେଇଛନ୍ତି ବୋଲି ବିଜେଡି କାର୍ଯ୍ୟାଳୟରୁ ପ୍ରକାଶିତ ଏକ ପ୍ରେସ ବିଜ୍ଞପ୍ତିରେ ରାଜ୍ୟ ସମ୍ପାଦକ ବିଜୟ ନାୟକ ଜଣାଇଛନ୍ତି ।

Share

Leave a Reply

Your email address will not be published. Required fields are marked *

fourteen − 10 =