୨୨ରେ ନିର୍ଭୟା ଦୋଷୀଙ୍କୁ ଫାସି

ନୂଆଦିଲ୍ଲୀ() ଜାନୁଆରୀ ୨୨ରେ ନିର୍ଭୟା ଦୋଷୀଙ୍କୁ ଫାସି ଦିଆଯିବ । ୪ ଅଭିଯୁକ୍ତଙ୍କ ବିରୋଧରେ ମୃତ୍ୟୁ ପରୱାନା ଜାରି କଲେ ପଟିଆଲା ହାଉସ କୋର୍ଟ ।ଆସନ୍ତା ୨୨ ଜାନୁଆରୀ ଭୋର ୭ଟାରେ ୪ ଅଭିଯୁକ୍ତଙ୍କୁ ଦିଆଯିବ ଫାଶୀ ।

୧୬ ଡିସେମ୍ବର ୨୦୧୨ରେ ଦିଲ୍ଲୀର ପାରା ମେଡିକାଲ ଛାତ୍ରୀ ନିର୍ଭୟାଙ୍କୁ ଦୁଷ୍କର୍ମ କରି ହତ୍ୟା କରିଥିଲେ ୬ ଜଣ ନରରାକ୍ଷସ । ଜଣେ ଅଭିଯୁକ୍ତ ଜେଲ ଭିତରେ ଆତ୍ମହତ୍ୟା କରିଥିବା ବେଳେ ଅନ୍ୟ ଜଣେ ଅଭିଯୁକ୍ତ ନାବାଳକ ଥିବାରୁ ସୁଧାର ଗୃହରେ ସଜା କାଟିବା ପରେ ଛାଡି ଦିଆଯାଇଥିଲା । ଅନ୍ୟ ୪ ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଥିଲେ ସର୍ବୋଚ୍ଚ ନ୍ୟାୟାଳୟ ।

Share

Leave a Reply

Your email address will not be published. Required fields are marked *

5 + nineteen =