ସ୍ୱର୍ଣ୍ଣ ପଦକ ଜିତିଲେ ଓଡ଼ିଆ ପୁଅ

ଟୋକିଓ: ଟୋକିଓ ପାରାଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ଜିତିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ । ବ୍ୟାଡମିଣ୍ଟନରେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି ପ୍ରମୋଦ ଭଗତ । ଫାଇନାଲରେ ବ୍ରିଟେନର ପ୍ରତିଯୋଗୀଙ୍କୁ ହରାଇ ସେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ପ୍ରମୋଦଙ୍କ ଦେଶବାସୀ ସମସ୍ତେ ଶୁଭେଚ୍ଛା ଜଣାଇଛନ୍ତି । ବରଗଡ଼ ଜିଲ୍ଲା ଅତାବିରାରେ ତାଙ୍କ ଜନ୍ମମାଟିରେ ଦେଖିବାକୁ ମିଳିଛି ଉତ୍ସାହର ମାହୋଲ ।

Share

Leave a Reply

Your email address will not be published. Required fields are marked *

three × 5 =