ଆଜିର ରାଶିଫଳ, ଜାଣନ୍ତୁ କେମିତି କଟିବ ଦିନ …

ମେଷ: ମିଠା କଥା କହି ଲୋକଙ୍କ ମନ ଜିତିବେ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଖର୍ଚ୍ଚ ବଢ଼ିବ।
ବୃଷ: ବିବାହ ସ୍ଥିର ହୋଇପାରେ। ଧନପ୍ରାପ୍ତି ଯୋଗ ରହିଛି। ପରିବାରରେ ହସଖୁସିର ପରିବେଶ ରହିବ।
ମିଥୁନ: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ ହୋଇପାରେ। ଋଣ ଦିଅନ୍ତୁ ନାହିଁ।
କର୍କଟ: ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।
ସିଂହ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଛାତ୍ରଛାତ୍ରୀଙ୍କମାନେ ପରୀକ୍ଷାରେ ସଫଳତା ପାଇବେ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।
କନ୍ୟା: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଅସୁସ୍ଥ ଅନୁଭବ କରିବେ।
ତୁଳା: ଅଳସୁଆ ଅନୁଭବ କରିବେ। ଭାଗ୍ୟ ବୃଦ୍ଧି ହେବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।
ବିଚ୍ଛା: ଦର୍ଶନୀୟ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ମାନ-ସମ୍ମାନ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।
ଧନୁ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ଶରୀର ଫୂର୍ତ୍ତି ରହିବ।
ମକର: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।
କୁମ୍ଭ: ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ। ବ୍ୟବସାୟରେ ପରିବର୍ତ୍ତନ କରନ୍ତୁ ନାହିଁ। ନୂତନ ପୋଷାକ କିଣିପାରନ୍ତି। ବନ୍ଧୁଙ୍କ ସହ ସମୟ ବିତାଇବେ।
ମୀନ: ଦ୍ୱନ୍ଦ୍ୱ ଭିତରେ ରହିବେ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

Share

Leave a Reply

Your email address will not be published. Required fields are marked *

nineteen − 13 =