ବିଧାୟକ ସୁଶାନ୍ତ କୁମାର ରାଉତ କରୋନାରେ ଆକ୍ରାନ୍ତ

ଭୁବନେଶ୍ୱର() ଆଜି ଭୁବନେଶ୍ୱର ଉତ୍ତର ବିଧାୟକ ତଥା ବିଜେଡ଼ି ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲା ସଭାପତି ସୁଶାନ୍ତ କୁମାର ରାଉତ କରୋନାରେ ଆକ୍ରାନ୍ତ ହୋଇଛନ୍ତି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି ।

ଏହାସହ ସେ ହୋମ ଆଇସୋଲେସନରେ ରହିବା ସହ ସୁସ୍ଥ ଅଛନ୍ତି । ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ସଙ୍ଗରୋଧରେ ରହିବା ସହ ତୁରନ୍ତ ନିଜର କରୋନା ଟେଷ୍ଟ କରାଇ ନେବାକୁ ଅରୁଣ ସାହୁ ଅନୁରୋଧ କରିଛନ୍ତ ।

Share

Leave a Reply

Your email address will not be published. Required fields are marked *

nineteen + 15 =