ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁଙ୍କୁ କରୋନା

ଭୁବନେଶ୍ୱର()  ପୁଣି ଜଣେ ଜନପ୍ରତିନିଧି କରୋନାରେ ଆକ୍ରାନ୍ତ ହୋଇଛନ୍ତି । ସେ ହେଉଛନ୍ତି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ । ତାଙ୍କର କରୋନା ରିପୋର୍ଟ ପଜିଟିଭ ଆସିଥିବା ନେଇ ସେ ଟ୍ୱିଟ କରି ସୂଚନା ଦେଇଛନ୍ତି ।

  ସେ ହୋମ ଆଇସୋଲେସନରେ ଥିବାବେଳେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ପରୀକ୍ଷା କରାଇ ନେବାକୁ ସେ ପରାମର୍ଶ ଦେଇଛନ୍ତି ।

Share

Leave a Reply

Your email address will not be published. Required fields are marked *

four × five =