ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୟୁଏନ ଆସିଷ୍ଟାଣ୍ଟ ଜେନେରାଲ ସେକ୍ରେଟାରୀ

ଭୁବନେଶ୍ବର () ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆଜି ସଚିବାଳୟରେ ୟୁନାଇଟେଡ ନେସନ ଏନଭିରନମେଣ୍ଟ ପ୍ରୋଗ୍ରାମର ଆସିଷ୍ଟାଣ୍ଟ ସେକ୍ରେଟାରୀ ଜେନାରଲ ସତ୍ୟ ତ୍ରିପାଠୀ ଭେଟିଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ସେ ମୋ ସ୍କୁଲ କାର୍ଯ୍ୟକ୍ରମ ସଂପର୍କରେ ଆଲୋଚନା କରିଛନ୍ତି । ରାଜ୍ୟରେ ଶିକ୍ଷାର ବିକାଶ ପାଇଁ ସତ୍ୟ ତ୍ରିପାଠୀ ତାଙ୍କର ବହୁବିଧ ଅଭିଜ୍ଞତା ଛାତ୍ରଛାତ୍ରୀଙ୍କ ସହ ବାଣ୍ଟିବେ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଟ୍ବିଟର ଆକାଉଣ୍ଟରେ ଲେଖିଛନ୍ତି ।

Share

Leave a Reply

Your email address will not be published. Required fields are marked *

sixteen − eleven =