ଆଜି ରାତି ୮ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ମୋଦି

ନୂଆଦିଲ୍ଲୀ() ଆଜି ରାତି ୮ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । କରୋନା ମୁକାବିଲା ପାଇଁ ଦେଶବାସୀଙ୍କୁ ସନ୍ଦେଶ ଦେଇପାରନ୍ତି । ସମ୍ବୋଧନରେ ଳକଡାଉନ ନେଇ ଘୋଷଣା ହେବାର ସମ୍ଭାବନା ରହିଛି । ଗତକାଲି କରୋନା ସ୍ଥିତି ନେଇ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଆଲୋଚନା କରିଥିଲେ । ପ୍ରାୟ ୬ରାଜ୍ୟର ମୁଖ୍ୟମନ୍ତ୍ରୀ ଲକ୍ ଡାଉନ ବଢ଼େଇବା ସପକ୍ଷରେ ଥିଲେ ।

Share

Leave a Reply

Your email address will not be published. Required fields are marked *

sixteen + 10 =